ବର୍ଷା ସହ ଘଡଘଡି ଅନେକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

Heavy Rain & Thunderstorm – Yellow Warning for Many Districts

କେଉଁ କେଉଁ ସ୍ଥାନରେ ବର୍ଷା ସହ ଘଡଘଡି, ପାଣିପାଗ କେନ୍ଦ୍ରର ୟେଲୋ ୱାର୍ଣ୍ଣିଂରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଗଷ୍ଟ ୧୪ ପର୍ଯ୍ୟନ୍ତ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରରୁ ଅନେକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୯ ଓ ୧୪ ଅଗଷ୍ଟ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକ: ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କଟକ, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର।

ଏହି ସମୟରେ ପ୍ରବଳ ବର୍ଷା, ଘଡଘଡି ସହ ପ୍ରତି ଘଣ୍ଟା ୩୦-୪୦ କି.ମି. ବେଗର ପବନ ବହିବାର ସମ୍ଭାବନା ରହିଛି।

୧୦ ଅଗଷ୍ଟ ପାଇଁ ୟେଲୋ ୱାର୍ଣ୍ଣିଂ: କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼। ଏହି ଦିନରେ କିଛି ସ୍ଥାନରେ ପ୍ରବଳ ବର୍ଷା, ଘଡଘଡି ସହ ଝଟକା ପବନ ବହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.