Browsing Category

ଯୋଗାଯୋଗ

ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ଙ୍କ ଯାଜପୁର ବନ୍ୟାଞ୍ଚଳ ଗସ୍ତ ଓ ସମୀକ୍ଷା ବୈଠକ

ତା 26.8.25.ଆଜି ସଂଧ୍ୟାରେ ସ୍ଥାନୀୟ ସର୍କିଟ ହାଉସ ଠାରେ ମାନ୍ୟବର ରାଜ୍ୟସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରଭାବିତ ଅଞ୍ଚଳଗୁଡିକରେ ବନ୍ୟାର ପରିସ୍ଥିତି ଓ ଏହାର ମୁକାବିଲା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ନିଆଯାଇଥିବା ରିଲିଫ୍ ଓ…
Read More...

ଆଦି କର୍ମଯୋଗୀ ଅଭିଯାନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ।

ଯାଜପୁର, ତା ୨୧.୦୮.୨୦୨୫ ରିଖ: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ମଙ୍ଗଳ ବିଭାଗ ଆନୁକୁଲ୍ୟରେ ଆଦି କର୍ମଯୋଗୀ ଅଭିଯାନ ନିମନ୍ତେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମ୍ମିଳନୀରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ତଥା ଜିଲ୍ଲା…
Read More...

ମହାପ୍ରଭୁଙ୍କସୁନାବେଶ ! ମହଣ ମହଣ ସୁନାରେ ଆଭୂଷିତ ଚତୁର୍ଦ୍ଧାମୂର୍ତ୍ତି

ଧାର୍ଯ୍ଯ ନୀତି ନିର୍ଘଣ୍ଟ ପୂର୍ବରୁ ଅପରାହ୍ନ ୪.୪୫ ଠାରୁ ମହାପ୍ରଭୁଙ୍କ ଦିବ୍ୟ ଓ ଭବ୍ଯ ସୁନାବେଶ ଆରମ୍ଭ ହୋଇଛି। ଦୁର୍ଲଭ ବଡ଼ ତଢ଼ାଉ ବେଶ ବା ସୁନାବେଶରେ ଚତୁର୍ଦ୍ଧାମୂର୍ତ୍ତି ରଥ ଉପରେ ଦର୍ଶନ ଦେଉଛନ୍ତି। ଶ୍ରୀଜିଉମାନେ ରବିବାର ରାତି ୧୧ଟା ଯାଏଁ ସୁନାବେଶରେ ଦର୍ଶନ ଦେବେ। ଶ୍ରୀକ୍ଷେତ୍ରରେ…
Read More...

ବର୍ମିଂହାମ୍‌ରେ ଐତିହାସିକ ବିଜୟ: ୫୮ ବର୍ଷ ପରେ ବିଜୟ, ଆକାଶ ଦୀପଙ୍କୁ ୧୦ ୱିକେଟ୍‌, ଗିଲ୍ ମ୍ୟାଚ୍‌ର ଶ୍ରେ‌ଷ୍ଠ…

ବୋଲିଂର କମାଲ୍ ଦେଖାଇଲେ ଆକାଶଦୀପ । ୬ ଓ୍ୱିକେଟ୍ ହାତେଇ ଆକାଶଦୀପଙ୍କ ରେକର୍ଡ । ସିରିଜ୍‌କୁ ୧-୧ ସମାନ ସ୍ତରକୁ ଆଣିଲା ଭାରତ । ଶୁବମନ ଗିଲ୍ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ।
Read More...

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ; ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ

ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ । ଏବଂ ଲୋକଙ୍କୁ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ । ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ…
Read More...

ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷିବ, ରେଡ୍ ଓ୍ବାର୍ଣ୍ଣିଂ ଜାରି

ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ। ଆସନ୍ତା ୨…
Read More...