Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଧର୍ମଶାଳାରେ ବିଜେପିର ବିଶାଳ ମିଶ୍ରଣ ପର୍ବ ଆୟୋଜିତ
ଯାଜପୁର:(kalinga7news) ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ କୁମାରୀ ଅଞ୍ଚଳରେ ଅବସ୍ଥିତ ବିଜେପି କାର୍ଯ୍ୟାଳୟରେ ଆଜି ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏହି ଅବସରରେ ଶତାଧିକ ବିଜୁ ଜନତା ଦଳ (ବିଜେଡି) କର୍ମୀ ଓ ସମର୍ଥକମାନେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ…
Read More...
Read More...
୧୦ ଦଫା ଦାବି ନେଇ ବଡଚଣା ବ୍ଲକ୍ କଂଗ୍ରେସର ଗଣଧାରଣା, ବିଡିଓ ମାଧ୍ୟମରେ ଜିଲ୍ଲାପାଳଙ୍କୁ ଦାବିପତ୍ର
ବଡଚଣା:(kalinga7news)୧୦ ଦଫା ଦାବି ନେଇ ବଡଚଣା ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ବଡଚଣା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଅନୁଷ୍ଠିତ ହୋଇଛି। ବ୍ଲକ୍ କଂଗ୍ରେସ କମିଟି ସଭାପତି ଚିନ୍ମୟ ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି ଆନ୍ଦୋଳନରେ ବହୁ କଂଗ୍ରେସ କର୍ମୀ ଓ ନେତାମାନେ…
Read More...
Read More...
ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ
ଯାଜପୁର, ୩୧/୧୨/୨୫: ଗତକାଲି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଧର୍ମଶାଳା ବିଧାନସଭା…
Read More...
Read More...
ଯାଜପୁରରେ ସାଂସଦ ଖେଳ ମହୋତ୍ସବ ଉଦଯାପିତ
ଯାଜପୁର, ୧୩/୧୨/୨୫: ଯାଜପୁର ସ୍ଥିତ ସ୍ପୋର୍ଟସ କମ୍ପ୍ଲେକ୍ସରେ ସାଂସଦ ଖେଳ ମହୋତ୍ସବ-୨୦୨୫ ମହାସମାରୋହରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଯାଜପୁର ସାଂସଦ ଡ଼ ରବୀନ୍ଦ୍ର ନାରାୟଣ ବେହେରା ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର,…
Read More...
Read More...
ବିଡିଓ ଏବଂ ତହସିଲଦାରଙ୍କୁ ଜିଲ୍ଲାପାଳଙ୍କ ତାଗିଦ୍
ଯାଜପୁର, ୦୬/୧୨/୨୫: ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ତହସିଲର ଅଧିକାରୀମାନେ ଉପରିସ୍ଥ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନ ନେଇ ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ନେଇ ଅଭିଯୋଗ ଆସିବା ପରେ ଜିଲ୍ଲାପାଳ କ୍ଷୁବ୍ଧ ହୋଇ ନୋଟିସ ଜାରି କରିଛନ୍ତି। ଏଣିକି କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ…
Read More...
Read More...
ଧର୍ମଶାଳାରେ ସାଂସଦ ଖେଳ ମହୋତ୍ସବ ଉଦଘାଟିତ
ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ଦିଗରେ ଏହା ଅଭିନବ ପ୍ରୟାସ: ସାଂସଦ, ଯାଜପୁର
ଗ୍ରାମାଞ୍ଚଳରୁ ଲୁକ୍କାୟିତ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବ ଖେଳ ମହୋତ୍ସବ: ଧର୍ମଶାଳା ବିଧାୟକ
ଯାଜପୁର, ୩୦/୧୧/୨୫: ଆଜି ସ୍ଥାନୀୟ ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଜାରକା ଷ୍ଟାଡିୟମ୍ ପରିସରରେ…
Read More...
Read More...
ସମ୍ବିଧାନ ଦିବସ ୨୦୨୫ ଉପଲକ୍ଷେ ସମ୍ବିଧାନ ର ପ୍ରସ୍ତାବନା ପାଠ
ଯାଜପୁର, ତା ୨୬/୧୧/୨୫: ସମ୍ବିଧାନ ଦିବସ ୨୦୨୫ ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତା ରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି
ଏହି ଦିବସରେ ଯୋଗଦେଇ ଯାଜପୁର ସାଂସଦ ଡା. ରବୀନ୍ଦ୍ର ନାରାୟଣ ବେହେରା, ଜିଲ୍ଲା ପରିଷଦ ସଭାପତି…
Read More...
Read More...
ଧର୍ମଶାଳାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଏକତା ପଦଯାତ୍ରା
ଯାଜପୁର,ଧର୍ମଶାଳା ବ୍ଲକ୍ ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପଦଯାତ୍ରା ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥ୍ ଭାବେ ଯାଜପୁର ସାଂସଦ ରବି ନାରାୟଣ ବେହେରା ଯୋଗଦେଇ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ସମ୍ମାନିତ…
Read More...
Read More...
ଭଦ୍ରକ ଜିଲ୍ଲା ଧାମନଗର ରେ ଧର୍ମେନ୍ଦ୍ର ପ୍ରଧାନ
ଧାମନଗର ରେ ଧର୍ମେନ୍ଦ୍ର।
ଆଜି ଭଦ୍ରକ ଜିଲ୍ଲା ଧାମନଗର ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଓଡ଼ିଶା ସରକାର ଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ, ଧାମନଗର ର ଯୁବମାନସ ର ପ୍ରତୀକ ର୍ସୂର୍ଯ୍ୟବଂଶୀ ସୁରଜ ସେଠୀ ଏବଂ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ।ଆଜି ଐତ୍ୟସମ୍ପନ…
Read More...
Read More...
ମିଶନ୍ ଜ୍ୟୋତି ଟ୍ରଷ୍ଟ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି ପତ୍ର
ଯାଜପୁର: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବଦା ସାଧାରଣ ଲୋକଙ୍କ ପାଖରେ ମୌଳିକ ସୁବିଧା ପହଞ୍ଚାଇବା ପାଇଁ ବିଭିନ୍ନ ପ୍ରକାର ସୁଵିଧାମାନ କରିଥାଆନ୍ତି। ତଥାପି ସେଇ ବ୍ୟବସ୍ଥା ଭିତରୁ ଅନେକ ଯୋଗ୍ୟ ହିତାଧିକାରୀ ବାଦ ପଡ଼ି ଯିବାର ଜ୍ବଳନ୍ତା ଉଦାହରଣ ଆମେ ବିଭନ୍ନ ଗଣମାଧ୍ୟମରେ ଦେଖିଥାଉ।ଇତି…
Read More...
Read More...