ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷିବ, ରେଡ୍ ଓ୍ବାର୍ଣ୍ଣିଂ ଜାରି

ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ। ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ ଆଡ଼କୁ ଗତି କରିବ ଲଘୁଚାପ। ଏ ନେଇ ଅପଡେଟ୍‌ ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.